ଅଜଣା ଗାଡ଼ି ଧକ୍କାରେ କାଲରାପତ୍ରିଆ ବାଘର ମୃତ୍ୟୁ !
ଦଶପଲ୍ଲା : 30/06/2021(ରିପୋର୍ଟ : ରତ୍ନାକର ହୋତା): ନୟାଗଡ ଜିଲ୍ଲା ବାଣିଗୋଛା ପଶ୍ଚିମ ବନ୍ୟପ୍ରାଣୀ ଅଂଚଳ ଶାଳଭଙ୍ଗା ଜାତୀୟ ରାଜପଥ 57 ଠାରେ ଗାଡ଼ି ଧକ୍କାରେ କଲରାପତରିଆ ବାଘର ମୃତ୍ୟୁ ଘଟିଛି | ସୂଚନା ଅନୁସାରେ ବାଘର ବୟସ 5ବର୍ଷ ବୟସ ଅନୁମାନ କରାଯାଉଛି |
ଖବର ପାଇ ବାଣିଗୋଛା ପଶ୍ଚିମ ବନ୍ୟପ୍ରାଣୀ ବନାଞ୍ଚଳ ଅଧିକାରୀ ସଂସାର ଗାର୍ଗିଆ, ରାଜ କିଶୋର ଶତପଥି ଙ୍କ ସହିତ ଅନ୍ୟାନ୍ୟ କର୍ମଚାରୀ ମୃତ ବାଘକୁ ଉଦ୍ଧାର କରିଛନ୍ତି |
More Stories
ଭକ୍ତିର ନୈବେଦ୍ଯ ସ୍ୱରୂର ମୂଦ୍ରାରେ ସଜ୍ଜିତ ହେଲା ଶ୍ରୀ ସତ୍ଯ ଗଣପତି ମନ୍ଦିର
ଅବ୍ୟବସ୍ଥା ଘେରରେ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ସମସ୍ତ ମୌଳିକ ସୁବିଧା ପାଇଁ ଦାବୀ
ଆଗାମୀ ନିର୍ବାଚନକୁ ନେଇ ପ୍ରସ୍ତୁତି ଆରମ୍ଭ : ଜିଲ୍ଲାରେ ତିନି ବର୍ଷରୁ ଊର୍ଧ୍ଵ ରହିଥିବା ଅଧିକାରୀ ଜିଲ୍ଲାରୁ ବିଦା ହେବେ