ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ଦଶପଲ୍ଲା ବିଧାୟକ |
ନୂଆଗାଁ : 01/07/2021(ରିପୋର୍ଟ : ନିରଞ୍ଜନ ସାହୁ): ମହିପୁରୁ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ଥାନୀୟ ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ଦ୍ୱାରା ମହାପୁରୁଷ ମାନଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷ ଅନ୍ତର୍ଜାମୀ ସ୍ୱାଇଁ, ସାଂସଦଙ୍କ ପ୍ରତୀନିଧୀ ବିଜୟ କୁମାର ସାସମଲ , ମହିପୁରୁ ସରପଂଚ ମାଳତି ସାହୁଙ୍କ ସହ କନ୍ଧମାଳ ସାଂସଦ ଜିଲ୍ଲା ପ୍ରତିନିଧି ସଦାଶିବ ମିଶ୍ର ,ପ୍ରତାପ ଚନ୍ଦ୍ର ଦାଶ ଏବଂ ଉତ୍କଳ ସମିତି ପୁରୀ ମଣ୍ଡଳ ପ୍ରତିନିଧି ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି କରୋନା କଟକଣା ପାଳନ କରି କାର୍ଯ୍ୟକ୍ରମ ସମ୍ପାଦନ କରିଥିଲେ ।
More Stories
ଦଶପଲ୍ଲାର ମୃଗ ବିହାରରେ ଆଖି ବୁଜୁଛନ୍ତି ଗୋଟିଏ ପରେ ଗୋଟିଏ ମୃଗ: ଦାୟୀ କିଏ ?
ଆଜିଠାରୁ ଗଣିଆ ବ୍ଲକ ଛାତ୍ରଛାତ୍ରୀମାନଙ୍କ ପାଇଁ ଖୋଲିଲା ଆଦର୍ଶ ବିଦ୍ୟାଳୟ |
ପିଇବା ପାଣି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କଲେ ମହିଳା |