କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ ନରେନ୍ଦ୍ର ମୋଦୀଙ୍କୁ ଏପରି ଟୁଇଟ କଲେ ନବୀନ ପଟ୍ଟନାୟକ - NK NEWS ODISHA

NK NEWS ODISHA

News Agency Odisha, Odisha latest news, Trending news Odisha, Breaking News Odisha,Odia latest News,latest odisha news,odia news headlines,odisha news,news odisha,breaking news odisha,latest odia news,news headlines,odisha current news,odisha orissa,odisha tv latest,bhubaneswar news,odisha latest news,odisha latest,odisha covid updates,odisha lockdown,lockdown news,odisha poltics,odishatv,ama odisha,kanak news bulletin,naveen patnaik,odisha,jobs,

କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ ନରେନ୍ଦ୍ର ମୋଦୀଙ୍କୁ ଏପରି ଟୁଇଟ କଲେ ନବୀନ ପଟ୍ଟନାୟକ

Naveen Patnaik tweeted to Narendra Modi after the announcement of the repeal of the Agriculture Act
Spread the love
ADVERTISEMENT
ADVERTISEMENT

କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ ନରେନ୍ଦ୍ର ମୋଦୀଙ୍କୁ ଏପରି ଟୁଇଟ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: 19/11/2021(ବ୍ୟୁରୋ): ତିନୋଟି କୃଷି ଆଇନ ପ୍ରତ୍ୟାହାର ପାଇଁ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି । ସେପଟେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ଟ୍ୱିଟ କରି ପ୍ରଧାନମନ୍ତ୍ରୀଙ୍କ ନିଷ୍ପତିକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶ ତଥା ଚାଷୀଙ୍କ ସ୍ୱାର୍ଥ ଦୃଷ୍ଟିରୁ ଏପରି ନିଷ୍ପତି ନିଆଯାଇଛି । ଆନ୍ଦୋଳନରତ ଚାଷୀଙ୍କ ପାଇଁ ଏକ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚାଷୀ ମାନେ ଘରକୁ ଫେରିଲେ ସେମାନଙ୍କୁ ସ୍ୱାଗତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ପ୍ରକାଶ କରିଛନ୍ତି । ଓଡିଶା ସରକର ସବୁବେଳେ ଚାଷୀଙ୍କ ସାଥୀରେ ରହିଛି । ଚାଷ ଓ ଚାଷୀର ଉନ୍ନତି ହିଁ ଆମ ସରକାରଙ୍କ ପ୍ରଧାନ ଉଦ୍ଦେଶ୍ୟ । ଚାଷୀଙ୍କ ସ୍ୱାର୍ଥକୁ ବିଜେଡି ସବୁବେଳେ ସମର୍ଥନ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲ ।

ADVERTISEMENT

ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
%d bloggers like this: