କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଜବାନ ସହିଦ୍ - NK NEWS ODISHA

NK NEWS ODISHA

News Agency Odisha, Odisha latest news, Trending news Odisha, Breaking News Odisha,Odia latest News,latest odisha news,odia news headlines,odisha news,news odisha,breaking news odisha,latest odia news,news headlines,odisha current news,odisha orissa,odisha tv latest,bhubaneswar news,odisha latest news,odisha latest,odisha covid updates,odisha lockdown,lockdown news,odisha poltics,odishatv,ama odisha,kanak news bulletin,naveen patnaik,odisha,jobs,

କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଜବାନ ସହିଦ୍

Odia Jawn martyred in Kunnur helicopter crash
Spread the love
ADVERTISEMENT
ADVERTISEMENT

କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଜବାନ ସହିଦ୍

ଭୁବନେଶ୍ୱର:09/12/2021(ବ୍ୟୁରୋ): କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଜବାନ ସହିଦ୍। ଦୁର୍ଘଟଣାଗ୍ରସ୍ତ ବାୟୁସେନାର Mi-17V5 ହେଲିକପ୍ଟରରେ ସିଡିଏସ୍‌ ବିପିନ ରାୱତ, ତାଙ୍କ ପତ୍ନୀ ଓ ସେନାର ବରିଷ୍ଠ ଅଧିକାରୀଙ୍କୁ ମିଶାଇ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ହେଲିକପ୍ଟରରେ ଥିଲେ ଓଡ଼ିଆ ଯବାନ। ସେହି ଦୁର୍ଘଟଣାରେ ଓଡ଼ିଆ ଯବାନ ରାଣାପ୍ରତାପ ଦାସ ସହିଦ ହୋଇଛନ୍ତି। ତାଙ୍କର ମୃତ୍ୟୁରେ କେବଳ ପରିବାର ନୁହେଁ, ସାରା ଦେଶ ଦୁଃଖ ପ୍ରକାଶ କରୁଛି। ଓଡ଼ିଆ ଯବାନ ରାଣା ପ୍ରତାପ ଦାସଙ୍କ ଘର ତାଳଚେର। ସେ ଜୁନିଅର ଓ୍ବାରେଣ୍ଟ ଅଫିସର ଭାବେ କାର୍ଯ୍ୟଋତ ଥିଲେ। ରାଣାପ୍ରତାପଙ୍କ ମୃତ୍ୟୁ ହୋଇଥିବା ତାଙ୍କ ଭିଣୋଇ ସଂକଳ୍ପ ଦାସ ଟୁଇଟ କରି ସୂଚନା ଦେଇଥିଲେ। ସେ କହିଛନ୍ତି ଯେ ସେ ଦୀର୍ଘ 15 ବର୍ଷ ହେବ ବାୟୁସେନାରେ କାର୍ଯ୍ୟରତ ଥିଲେ। ସେ ପରିବାରର ଏକମାତ୍ର ପୁଅ ଥିଲେ। l

ADVERTISEMENT

ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
29cc3d8cd884c5afa1c0c9b79b62a918.w3000.h600._CR0,0,3000,600_SX1920_
%d bloggers like this: