NK NEWS ODISHA

News agency Odisha

ମନ୍ତ୍ରୀ ପରିଷଦରେ ଯୋଗଦେଇଥିବା ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି

Spread the love

ମନ୍ତ୍ରୀ ପରିଷଦରେ ଯୋଗଦେଇଥିବା ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି

ନୂଆଦିଲ୍ଲୀ: 07/07/2021(ବ୍ୟୁରୋ): ଆଜି ଶପଥ ଗ୍ରହଣ କରିଥିବା ସମସ୍ତ ସହକର୍ମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ଏବଂ ସେମାନଙ୍କ ମନ୍ତ୍ରୀ କାର୍ଯ୍ୟକାଳ ପାଇଁ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ ଟୁଇଟ୍‌ରେ କହିଛନ୍ତି, “ମୁଁ ସମସ୍ତ ସହକର୍ମୀଙ୍କୁ ଅଭିନନ୍ଦନ ଜଣାଉଛି ଯେଉଁମାନେ ଆଜି ଶପଥ ନେଇଛନ୍ତି ଏବଂ ସେମାନଙ୍କର ମନ୍ତ୍ରୀ କାର୍ଯ୍ୟକାଳ ପାଇଁ ସେମାନଙ୍କୁ ଶୁଭେଚ୍ଛା ଜଣାଉଛି। ଆମେ ଲୋକଙ୍କ ଆକାଂକ୍ଷା ପୂରଣ କରିବା ଏବଂ ଏକ ଶକ୍ତିଶାଳୀ ତଥା ସମୃଦ୍ଧ ଭାରତ ଗଠନ ପାଇଁ କାର୍ଯ୍ୟ ଜାରି ରଖିବୁ।

%d