ଆସନ୍ତାକାଲି ( ଡିସେମ୍ବର 20) ଠାରୁୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା। - NK NEWS ODISHA

NK NEWS ODISHA

News Agency Odisha, Odisha latest news, Trending news Odisha, Breaking News Odisha,Odia latest News,latest odisha news,odia news headlines,odisha news,news odisha,breaking news odisha,latest odia news,news headlines,odisha current news,odisha orissa,odisha tv latest,bhubaneswar news,odisha latest news,odisha latest,odisha covid updates,odisha lockdown,lockdown news,odisha poltics,odishatv,ama odisha,kanak news bulletin,naveen patnaik,odisha,jobs,

ଆସନ୍ତାକାଲି ( ଡିସେମ୍ବର 20) ଠାରୁୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା।

The Chief Minister's Air Health Service will be launched in the state from tomorrow (December 20).
Spread the love
ADVERTISEMENT
ADVERTISEMENT

ଆସନ୍ତାକାଲି ( ଡିସେମ୍ବର 20) ଠାରୁୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା।

ଭୁବନେଶ୍ବର: 19/12/2021(ବ୍ୟୁରୋ) ଆସନ୍ତାକାଲି ( ଡିସେମ୍ବର 20) ଠାରୁୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା। ଭୁବନେଶ୍ବର ବିମାନବନ୍ଦରରେ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ପାଞ୍ଚୋଟି ଜିଲ୍ଲା ପାଇଁ ଏହି ସେବା ଆରମ୍ଭ ହେବ । ଗୁରୁତର ରୋଗୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏୟାରଲିଫ୍ଟ କରାଯାଇ ଅଣାଯିବ । କଳାହାଣ୍ଡି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ ଏହା ପ୍ରଥମେ କାର୍ଯ୍ୟକାରୀ ହେବ ବୋଲି ଆଜି ସମ୍ବଲପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଏହା ସୂଚନା ଦେଇଛନ୍ତି।

ADVERTISEMENT

ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
%d bloggers like this: